John 4:49 — Compare Translations
7 translations compared side by side
Odia - 1840
"ରାଜକର୍ମଚାରୀଜଣକ କହିଲେ, ମହାଶୟ, ମାେ ପୁତ୍ର ମରିବା ପୂର୍ବରୁ ଆପଣ ମାେ ଘରକୁ ଆସନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି କର୍ମଚାରୀ କହିଲେ, “ଆଜ୍ଞା, ମୋ’ ପୁଅ ମରିବା ପୂର୍ବରୁ ମୋ’ ସଙ୍ଗରେ ଆସନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ରାଜକର୍ମଗ୍ଭରୀଜଣକ କହିଲେ, “ମହାଶୟ, ମୋ’ ପୁତ୍ର ମରିବା ପୂର୍ବରୁ ଆପଣ ମୋ’ ଘରକୁ ଆସନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಅದಿಕಾರ್ಯಾನ್ ತೆಕಾ, “ಸಾಯ್ಬಾ, ಮಾಜೊ ಪೊರ್ ಮರುಚ್ಯಾ ಅದ್ದಿ ತಿಯಾ ಮಾಜ್ಯಾ ವಾಂಗ್ಡಾ ಯೆ” ಮಟ್ಲ್ಯಾನ್.