John 4:5 — Compare Translations
7 translations compared side by side
Odia - 1840
"ଯୀଶୁ ଶମିରୋଣର ସୁଖାର ରେ ଆସି ପହନ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ୟୋ ସଫଙ୍କେୁ ଦଇେଥିବା ଜମି ପାଖ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ତିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସହରର ନିକଟବର୍ତ୍ତୀ ଖଣ୍ଡିଏ ଜମିକୁ ଯାକୁବ ତାଙ୍କ ପୁତ୍ର ଯୋଷେଫଙ୍କୁ ଦାନ କରିଥିଲେ
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଶମିରୋଣର ସୁଖାରରେ ଆସି ପହଞ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ଯୋଷେଫଙ୍କୁ ଦେଇଥିବା ଜମି ପାଖରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಮಾರಿಯಾತ್ ತೊ ಸಿಖಾರ್ ಮನ್ತಲ್ಯಾ ಶಾರಾತ್ ಯೆವ್ನ್ ಪಾವ್ಲೊ, ಹೆ ಜಾಕೊಬಾನ್ ಅಪ್ನಾಚ್ಯಾ ಲೆಕಾಕ್ ಜುಜೆಕ್ ದಿಲ್ಲ್ಯಾ ಶೆತಾಕ್ನಾ ಲೈ ಧುರ್ ನತ್ತೆ.