John 4:50 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ଯାଅ, ତୁମ୍ଭର ପୁଅ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭର ପୁଅ ବଞ୍ଚିଲାଣି । ଯୀଶୁ ସେହି ବ୍ୟକ୍ତିଙ୍କି ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ଵାସ କରି ଚାଲିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କ ଅଭୟ ଦେଇ କହିଲେ: “ଯାଅ, ତୁମ ପୁଅ ବଞ୍ଚିବ।” ରାଜକର୍ମଚାରୀ ଯୀଶୁଙ୍କ କଥାରେ ବିଶ୍ୱାସ କରି ସେଠାରୁ ଚାଲିଗଲେ
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।” ଯୀଶୁଙ୍କ କଥା ସେ ବ୍ୟକ୍ତିଟି ଶୁଣି ବିଶ୍ୱାସ କଲେ ଓ ଘରକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।” ଯୀଶୁ ସେହି ବ୍ୟକ୍ତିଙ୍କୁ ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭର ପୁଅ ବଞ୍ଚିବ । ଯୀଶୁ ସେହି ବ୍ୟକ୍ତିଙ୍କି ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಕಾ, ತುಜೊ ಲೆಕ್ ಝಿತ್ತೊ ರ್ಹಾತಾ,“ಮನುನ್ ಸಾಂಗ್ಲ್ಯಾನ್. ತ್ಯಾ ಮಾನ್ಸಾನ್ ಜೆಜುಚ್ಯಾ ಗೊಸ್ಟಿ ವರ್ತಿ ವಿಶ್ವಾಸ್ ಕರ್ಲ್ಯಾನ್, ಅನಿ ತೊ ಗೆಲೊ.