John 4:52 — Compare Translations

7 translations compared side by side

Odia - 1840
"ପିଲାର ଅବସ୍ଥା କେଉଁ ସମୟଠାରୁ ଭଲ ଆଡକୁ ଗତି କଲା? ସେ ପଚାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ କେଉଁ ଦଣ୍ତରେ ତାହାର ଉପଶମ ହେଲା, ତାହା ସେ ସେମାନଙ୍କୁ ପଚାରିଲେ । ସେଥିରେ ସେମାନେ ତାଙ୍କୁ କହିଲେ, କାଲି ସାତଟାବେଳେ ତାହାକୁ ଜ୍ଵର ଛାଡ଼ିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଠିକ୍ କେତେବେଳେ ପିଲାଟି ସୁସ୍ଥ ହୋଇଥିଲା, ସେ ପଚାରିବାରୁ ଚାକରମାନେ ଉତ୍ତର ଦେଲେ, “ଗତକାଲି ଅପରାହ୍ନ ଗୋଟାଏ ବେଳେ ତା’ର ଜ୍ୱର ଛାଡ଼ିଗଲା।”
Odia Bible ERV 2004 (ପବିତ୍ର ବାଇବଲ)
“ପିଲାର ଅବସ୍ଥା କେଉଁ ସମୟଠାରୁ ଭଲ ଆଡ଼କୁ ଗତି କଲା? ସେ ପଗ୍ଭରିଲେ। ଗ୍ଭକରମାନେ କହିଲେ, “ଗତକାଲି ପ୍ରାୟ ଗୋଟାଏ ବେଳୁ ତା’ର ଜ୍ୱର ଛାଡ଼ିଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାହାଙ୍କୁ କହିଲେ, କାଲି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ତାହାକୁ ଜ୍ୱର ଛାଡ଼ିଗଲା।
Odia IRV 2017 (ଓଡିଆ ବାଇବେଲ)
ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ । ସେଥିରେ ସେମାନେ ତାଙ୍କୁ କହିଲେ, କାଲି ସାତଟାବେଳେ ତାହାକୁ ଜ୍ୱର ଛାଡ଼ିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಕನ್ನಾಚ್ಯಾನ್ ಮಾಜೊ ಲೆಕ್ ಬರೊ ಹೊಲೊ ಮನುನ್ ಇಚಾರ್‍ಲ್ಯಾನ್, ತನ್ನಾ ಆಳಾನಿ,“ಕಾಲ್ ದೊಪಾರಿ ಎಕ್ ಘಂಟ್ಯಾಕ್ ತೆಚೊ ತಾಪ್ ತೆಕಾ ಸೊಡುನ್ ಗೆಲೊ” ಮಟ್ಲ್ಯಾನಿ.