John 4:53 — Compare Translations
7 translations compared side by side
Odia - 1840
"ତୁମ୍ଭର ପୁଅ ବଞ୍ଚିବ, ବୋଲି ଯୀଶୁ ଠିକ୍ ସହେି ସମୟରେ କହିଥିଲେ, ଏହା ପିଲାର ବାପା ଜାଣିଲେ। ତେଣୁ ସହେି ରାଜକର୍ମଚାରୀ ଓ ତାହାଙ୍କର ସମସ୍ତ ପରିବାରବର୍ଗ ଯୀଶୁଙ୍କଠା ରେ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ତରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ୍ ସେହି ଦଣ୍ତରେ ଏହା ଘଟିଥିଲା । ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ଵାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କର୍ମଚାରୀଙ୍କ ମନେ ପଡ଼ିଲା, ଠିକ୍ ସେତିକିବେଳେ ଯୀଶୁ କହିଥିଲେ “ତୁମର ପୁତ୍ର ବଞ୍ଚିବ।” ଏ ଘଟଣା ପରେ ସେ ଓ ତାଙ୍କ ପରିବାରର ସମସ୍ତେ ଯୀଶୁଙ୍କୁ ବିଶ୍ୱାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭର ପୁଅ ବଞ୍ଚିବ,” ବୋଲି ଯୀଶୁ ଠିକ୍ ସେହି ସମୟରେ କହିଥିଲେ, ଏହା ପିଲାର ବାପା ଜାଣିଲେ। ତେଣୁ ସେହି ରାଜକର୍ମଗ୍ଭରୀ ଓ ତାହାଙ୍କର ସମସ୍ତ ପରିବାରବର୍ଗ ଯୀଶୁଙ୍କଠାରେ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ “ତୁମ୍ଭର ପୁତ୍ର ବଞ୍ଚିଲାଣି” ବୋଲି ତାହାଙ୍କୁ କହିଥିଲେ, ଠିକ୍ ସେହି ସମୟରେ ଏହା ଘଟିଥିଲା। ଆଉ, ସେ ଆପେ ଓ ତାହାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ୍ ସେହି ସମୟରେ ଏହା ଘଟିଥିଲା । ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಬಾಬಾಕ್ ಜೆಜುನ್,“ತುಜೊ ಲೆಕ್ ಬರೊ ಹೊತಾ”, ಮನುನ್ ಸಾಂಗಲ್ಲೊ ತೊಚ್ ಎಳ್ ತೊ ಮನುನ್ ಯಾದ್ ಯೆಲಿ, ಅಶೆ ತೆನಿ, ಅನಿ ತೆಚ್ಯಾ ಕುಟ್ಮಾಚ್ಯಾ ಸಗ್ಳ್ಯಾನಿ ಜೆಜುಚ್ಯಾ ವರ್ತಿ ವಿಶ್ವಾಸ್ ಕರ್ಲ್ಯಾನಿ.