John 4:6 — Compare Translations

7 translations compared side by side

Odia - 1840
"ଯାକୁବଙ୍କ କୂଅ ସଠାେରେ ଥିଲା। ଯୀଶୁ ଚାଲି ଚାଲି କ୍ଲାନ୍ତ ହାଇେ ପଡିଥିଲେ। ତେଣୁ ସେ କୂଅ ପାଖ ରେ ବସି ପଡିଲେ। ଏହା ମଧ୍ଯାହ୍ନ ସମୟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରା; ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ସେଠାରେ “ଯାକୁବଙ୍କ ପୂପ” ନାମକ ଗୋଟିଏ କୂପ ପାଖରେ ଯୀଶୁ ପଥଶ୍ରାନ୍ତ ହୋଇ ବସି ପଡ଼ିଲେ। ସେତେବେଳେ ମଧ୍ୟାହ୍ନ ସମୟ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବଙ୍କ କୂଅ ସେଠାରେ ଥିଲା। ଯୀଶୁ ଗ୍ଭଲି ଗ୍ଭଲି କ୍ଳାନ୍ତ ହୋଇ ପଡ଼ିଥିଲେ। ତେଣୁ ସେ କୂଅ ପାଖରେ ବସି ପଡ଼ିଲେ। ଏହା ମଧ୍ୟାହ୍ନ ସମୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಜಾಕೊಬಾಚಿ ಭಾಂಯ್ ಹೊತ್ತಿ, ಜೆಜುಕ್ ಚಲುನ್‍ಚಲುನ್ ಫಿರೆ ಹೊಲ್ಲೆ, ಮನುನ್ ತೊ ಥೈ ಭಾಂಯ್ಚ್ಯಾ ಕಟ್ಟ್ಯಾರ್ ಬಸ್ಲೊ, ತನ್ನಾ ಜಗ್ಗೊಳ್ ದೊಪಾರ್ ಹೊಲ್ಲಿ.