John 4:8 — Compare Translations

7 translations compared side by side

Odia - 1840
"ସେ ସମୟରେ ତାହାଙ୍କ ଶିଷ୍ଯମାନେ କିଛି ଖାଦ୍ୟ କିଣିବା ପାଇଁ ନଗରକୁ ଯାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ତାଙ୍କ ଶିଷ୍ୟମାନେ କିଛି ଖାଦ୍ୟ ପଦାର୍ଥ କିଣିବା ପାଇଁ ସହର ଭିତରକୁ ଯାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ତାହାଙ୍କ ଶିଷ୍ୟମାନେ କିଛି ଖାଦ୍ୟ କିଣିବା ପାଇଁ ନଗରକୁ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಎಳಾರ್ ತೆಚಿ ಶಿಸಾ ಖಾವ್ಕ್ ಕಾಯ್ತರ್ ಖರಿದಿ ಕರುಕ್ ಮನುನ್ ಶಾರಾತ್ ಗೆಲ್ಲಿ ಹೊತ್ತಿ.