John 4:9 — Compare Translations

7 translations compared side by side

Odia - 1840
"ସହେି ଶମିରୋଣୀଯା ସ୍ତ୍ରୀ ଜଣକ ତାହାଙ୍କୁ କହିଲା, ମୁଁ ଆଶ୍ଚର୍ୟ୍ଯ ହେଉଛି ଯେ ଆପଣ ମାେତେ ପାଣି ପିଇବାକୁ ମାଗୁଛନ୍ତି। ଆପଣ ଜଣେ ଯିହୂଦୀ ଓ ମୁଁ ଜଣେ ଶମିରୋଣୀଯା ସ୍ତ୍ରୀ। ଯିହୂଦୀମାନେ ଶମିରୋଣୀୟଙ୍କ ସହିତ ବନ୍ଧୁତା କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତ୍ରୀ ଲୋକଟି ଉତ୍ତର ଦେଲା, “ଆପଣ ଜଣେ ଇହୁଦୀ, ମୁଁ ଜଣେ ଶମିରୋଣୀୟ। ମୋ’ ହାତରୁ ଆପଣ କିପରି ପାଣି ପିଇବେ?” (ଇହୁଦୀମାନଙ୍କ ପକ୍ଷେ ଶମିରୋଣୀୟମାନେ ଅସ୍ପୃଶ୍ୟ ଥିଲେ।)
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶମିରୋଣୀୟା ସ୍ତ୍ରୀ ଜଣକ ତାହାଙ୍କୁ କହିଲା, “ମୁଁ ଆଶ୍ଚର୍ଯ୍ୟ ହେଉଛି ଯେ, ଆପଣ ମୋତେ ପାଣି ପିଇବାକୁ ମାଗୁଛନ୍ତି। ଆପଣ ଜଣେ ଯିହୂଦୀ ଓ ମୁଁ ଜଣେ ଶମିରୋଣୀୟା ସ୍ତ୍ରୀ।” ଯିହୂଦୀମାନେ ଶମିରୋଣୀୟଙ୍କ ସହିତ ବନ୍ଧୁତା କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୂଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋ' ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୂଦୀମାନଙ୍କର ବ୍ୟବହାର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಬಾಯ್ಕೊಮನ್ಸಿನ್, “ತಿಯಾ ಎಕ್ ಜುದೆವ್, ಅನಿ ಮಿಯಾ ಎಕ್ ಸಮಾರಿಯಾಕಾರ್‍ನಿ- ತಿಯಾ ಮಾಜಾಕ್ಡೆ ಫಿವ್ಕ್ ಪಾನಿ ದಿ ಮನುನ್ ಕಶೆ ಮಾಗುಲಾಲೆಯ್?” ಮನುನ್ ಜವಾಬ್ ದಿಲಿನ್ ಜುದೆವ್ ಲೊಕಾ ಅನಿ ಸಮಾರಿಯಾಚ್ಯಾ ಲೊಕಾಂಚ್ಯಾ ಮದ್ದಿ ಕಸ್ಲೊಬಿ ಸಮಂದ್ ನತ್ತೊ.