John 5:1 — Compare Translations
7 translations compared side by side
Odia - 1840
"ପୋଖରୀ ପାଖ ରେ ଯୀଶୁ ଜଣେ ଲୋକକୁ ସୁସ୍ଥ କଲେ ଏହାପରେ ଯୀଶୁ ଯୀହୂଦୀମାନଙ୍କର ଗୋଟିଏ ବିଶଷେ ପର୍ବ ଥିବାରୁ ସେ ୟିରୂଶାଲମକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମକୁ ଯାତ୍ରା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଇହୁଦୀମାନଙ୍କର ଗୋଟିଏ ପର୍ବରେ ଯୋଗ ଦେବା ପାଇଁ ଯୀଶୁ ଯିରୂଶାଲମକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ପୋଖରୀ ପାଖରେ ଯୀଶୁ ଜଣେ ଲୋକକୁ ସୁସ୍ଥ କଲେ ଏହା ପରେ ଯୀଶୁ ଯିହୂଦୀମାନଙ୍କର ଗୋଟିଏ ବିଶେଷ ପର୍ବ ଥିବାରୁ ସେ ଯିରୁଶାଲମକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୂଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମକୁ ଯାତ୍ରା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಮಾನಾ ಜೆಜು ಜೆರುಜಲೆಮಾಕ್ ಗೆಲೊ, ಜುದೆವ್ ಲೊಕಾಂಚೊ ಎಕ್ ಸನ್ ಹೊತ್ತೊ.