John 5:16 — Compare Translations

7 translations compared side by side

Odia - 1840
"ଯୀଶୁ ବିଶ୍ରାମବାର ରେ ଏହିସବୁ (ସୁସ୍ଥ) କାର୍ୟ୍ଯ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ଯବହାର କରିବା ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ବିଶ୍ରାମବାରରେ ଏଭଳି କାର୍ଯ୍ୟ କରୁଥିବାରୁ ଇହୁଦୀମାନେ ତାଙ୍କ ଉପରେ ନିର୍ଯ୍ୟାତନା କରିବାକୁ ଆରମ୍ଭ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବିଶ୍ରାମବାରରେ ଏହିସବୁ (ସୁସ୍ଥ) କାର୍ଯ୍ୟ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ୟବହାର କରିବା ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୂଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತೆನಿ ಜೆಜುಕ್ ತರಾಸ್ ದಿವ್ಕ್ ಚಾಲು ಕರ್ಲ್ಯಾನಿ. ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಹೆ ಕಾಮ್ ಸಬ್ಬಾತಾ ದಿಸಿ ಕರಲ್ಲ್ಯಾನ್.