John 5:17 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, ମାରେ ପିତା ସର୍ବଦା କାର୍ୟ୍ଯରତ, ଅତଏବ ମୁଁ ମଧ୍ଯ କାର୍ୟ୍ଯ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ: “ମୋ’ ପିତା ଈଶ୍ୱର ସବୁବେଳେ କାର୍ଯ୍ୟରତ; ମୋତେ ମଧ୍ୟ ସେହିପରି କାର୍ଯ୍ୟ କରିବାକୁ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, “ମୋର ପିତା ସର୍ବଦା କାର୍ଯ୍ୟରତ, ଅତଏବ ମୁଁ ମଧ୍ୟ କାର୍ଯ୍ୟ କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, “ಮಾಜೊ ಬಾಬಾ ಕನ್ನಾಬಿ ಕಾಮ್ ಕರುನ್ಗೆತುಚ್ ರ್ಹಾತಾ, ಅನಿ ಮಿಯಾಬಿ ಕಾಮ್ ಕರುಕುಚ್ ಪಾಜೆ” ಮನುನ್ ಜಬಾಬ್ ದಿಲ್ಯಾನ್.