John 5:18 — Compare Translations
7 translations compared side by side
Odia - 1840
"ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ଯା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା'ପରେ ସେ ପରମେଶ୍ବରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ବରଙ୍କ ସହିତ ସମାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ଵରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ଵରଙ୍କ ସହିତ ସମାନ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ କଥା ଶୁଣି ଇହୁଦୀ କର୍ତ୍ତୃପକ୍ଷମାନେ ଯୀଶୁଙ୍କୁ ବଧ କରିବା ପାଇଁ ବଦ୍ଧପରିକର ହେଲେ, କାରଣ ବିଶ୍ରାମବାର ନିୟମ ଲଙ୍ଘନ କରିବା ବ୍ୟତୀତ ଯୀଶୁ ଈଶ୍ୱରଙ୍କୁ ନିଜର ପିତା ବୋଲି କହି ନିଜକୁ ଈଶ୍ୱରଙ୍କ ସହିତ ସମାନ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, “ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା’ପରେ ସେ ପରମେଶ୍ୱରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ୱରଙ୍କ ସହିତ ସମାନ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ୱରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ୱରଙ୍କ ସହିତ ସମାନ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಗೊಸ್ಟಿಕ್ ಲಾಗುನ್ ಜುದೆವಾಂಚ್ಯಾ ಅದಿಕಾರ್ಯಾಂಚ್ಯಾ ಮನಾತ್ನಿ ಜೆಜುಕ್ ಜಿವಾನಿ ಮಾರುಕ್ ಪಾಜೆ ಮನ್ತಲೊ ಘಟ್ ನಿರ್ದಾರ್ ಹೊಲೊ; ತೆನಿ ಖಾಲಿ ಸಬ್ಬಾತಾಚೊ ಖಾಯ್ದೊ ಮೊಡ್ಲ್ಯಾನ್ ಮನುನ್ ಎವ್ಡೆಚ್ ನ್ಹಯ್, ಜಾಲ್ಯಾರ್ ತೆನಿ ದೆವಾಕುಚ್ ಅಪ್ನಾಚೊ ಸ್ವತಾಚೊ ಬಾಬಾ ಮನುನ್ ಘೆಟಲ್ಲ್ಯಾನ್, ಅನಿ ಅಪ್ನಾಕುಚ್ ದೆವಾಚ್ಯಾ ಸಮಾ ಮನುನ್ ಕರುನ್ ಘೆಟಲ್ಲ್ಯಾನ್.