John 5:19 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ପୁତ୍ର ଏକାକୀ କିଛି କରିପାରନ୍ତି ନାହିଁ। ଯାହା ତାହାଙ୍କ ପିତା କରୁଥିବା ପୁତ୍ର ଦେଖନ୍ତି, ସେ ତାହାହିଁ କରନ୍ତି କାରଣ ପିତା ଯାହା କରନ୍ତି ପୁତ୍ର ମଧ୍ଯ ସହେିସବୁ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ଆପଣାରୁ କିଛି ହିଁ କରି ପାରନ୍ତି ନାହିଁ । କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ମୁଁ ସତ୍ୟ କହୁଛି, ପୁତ୍ର ନିଜେ କିଛି କରିପାରନ୍ତି ନାହିଁ। ପିତାଙ୍କୁ ଯାହା କରୁଥିବାର ଦେଖିନ୍ତି, ପୁତ୍ର ତାହା ହିଁ କରନ୍ତି। ପିତା ଯାହା କରନ୍ତି, ପୁତ୍ର ମଧ୍ୟ ତାହା କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ପୁତ୍ର ଏକାକୀ କିଛି କରି ପାରନ୍ତି ନାହିଁ। ଯାହା ତାହାଙ୍କ ପିତା କରୁଥିବା ପୁତ୍ର ଦେଖନ୍ତି, ସେ ତାହା ହିଁ କରନ୍ତି କାରଣ ପିତା ଯାହା କରନ୍ତି ପୁତ୍ର ମଧ୍ୟ ସେହିସବୁ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରିପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରି ପାରନ୍ତି ନାହିଁ । କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହି ସବୁ ସେପ୍ରକାରେ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಜೆಜುನ್ ತೆಂಕಾ ಸಾಂಗ್ಲ್ಯಾನ್, ಮಿಯಾ ತುಮ್ಕಾ ಖರೆ ಸಾಂಗ್ತಾ; ಲೆಕಾನ್ ಅಪ್ನಾಚ್ಯಾ ಅಪ್ನಿಚ್ ಕಾಯ್ ಬಿ ಕರುಕ್ ಹೊಯ್ನಾ, ತೊ ಅಪ್ನಾಚ್ಯಾ ಬಾಬಾನ್ ಕರಲ್ಲೆ ಬಗಟಲ್ಲೆಚ್ ಕರ್‍ತಾ. ಬಾಬಾ ಜೆ ಕಾಯ್ ಕರ್‍ತಾ ತೆಚ್ ಲೆಕ್ ಕರ್‍ತಾ.