John 5:2 — Compare Translations
7 translations compared side by side
Odia - 1840
"ୟିରୂଶାଲମ ରେ ପାନ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷା ରେ ଏହାକୁ ବେଥ୍ସଦା ବା ଦୟାଗୃହ କହନ୍ତି। ଏହା ମଷେଦ୍ବାର ପାଖ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୂଶାଲମର ମେଷଦ୍ଵାର ନିକଟରେ ଗୋଟିଏ ପୁଷ୍କରିଣୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ତପ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ “ମେଷଦ୍ୱାର” ନିକଟରେ ବେଥଜାଥା ନାମକ ଗୋଟିଏ ପୁଷ୍କରିଣୀ ଥିଲା। ପୁଷ୍କରିଣୀର ପାଞ୍ଚଟି ମଣ୍ଡପ ଥିଲା
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ପାଞ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷାରେ ଏହାକୁ ବେଥ୍ସଦା ବା ଦୟାଗୃହ କହନ୍ତି। ଏହା ମେଷଦ୍ୱାର ପାଖରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ।
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମର ମେଷଦ୍ୱାର ନିକଟରେ ଗୋଟିଏ ପୁଷ୍କରିଣୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆರುಜಲೆಮಾತ್ ಬಕ್ರಿ ಇಕ್ತಲೊ ಎಕ್ ಜಾಗೊ ಹೊತ್ತೊ ತ್ಯಾ ವಾಟೆರ್ ಎಕ್ ಪಾಂಚ್ ಮಂಟಪಾಂಚೆ ತಳೆ ಹೊತ್ತೆ. ಜುದೆವ್ ಲೊಕಾ ಹ್ಯಾ ತಳ್ಯಾಕ್ ಬೆಥ್ಝತಾ ಮನುನ್ ಬಲ್ವುತಾತ್.