John 5:20 — Compare Translations

7 translations compared side by side

Odia - 1840
"ପିତା ପୁତ୍ରକୁ ପ୍ ରମେ କରନ୍ତି। ପିତା ନିଜେ କରିଥିବା ପ୍ରେତ୍ୟକକ କାର୍ୟ୍ଯ ପୁତ୍ରକୁ ଦଖାେନ୍ତି। ଏହି ରୋଗୀଟି ସୁସ୍ଥ ହାଇଗେଲା। ଆଉ ତୁମ୍ଭମାନେେ ଯେପରି ଆଶ୍ଚର୍ୟ୍ଯାନ୍ବିତ ହୁଅ, ଏ ନିମନ୍ତେ ପିତା ପୁତ୍ରଙ୍କୁ ଏହାଠାରୁ ଆହୁରି ମହତ୍ କର୍ମ ଦଖାଇବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି ଆପେ ଯାହା ଯାହା କରନ୍ତି, ସେହିସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥିନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ୍ ମହତ୍ କର୍ମ ଦେଖାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ପୁତ୍ରବତ୍ସଳ ପିତା ନିଜର ସକଳ କାର୍ଯ୍ୟ ପୁତ୍ରଙ୍କୁ ଦେଖାନ୍ତି। ଏବେ ଯାହା ଘଟିଛି, ତା’ଠାରୁ ଆହୁରି ମହତ୍ତର କାର୍ଯ୍ୟ କରିବା ପାଇଁ ପିତା ପୁତ୍ରଙ୍କୁ ଶିଖାଇବେ- ତାହା ସବୁ ଦେଖି ତୁମ୍ଭେମାନେ ଆଶ୍ଚର୍ଯ୍ୟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ପିତା ପୁତ୍ରକୁ ପ୍ରେମ କରନ୍ତି। ପିତା ନିଜେ କରିଥିବା ପ୍ରତ୍ୟେକ କାର୍ଯ୍ୟ ପୁତ୍ରକୁ ଦେଖାନ୍ତି। ଏହି ରୋଗୀଟି ସୁସ୍ଥ ହୋଇଗଲା। ଆଉ ତୁମ୍ଭେମାନେ ଯେପରି ଆଶ୍ଚର୍ଯ୍ୟାନ୍ୱିତ ହୁଅ, ଏ ନିମନ୍ତେ ପିତା ପୁତ୍ରଙ୍କୁ ଏହାଠାରୁ ଆହୁରି ମହତ୍ କର୍ମ ଦେଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହିସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥିନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ‍ ମହତ‍ କର୍ମ ଦେଖାଇବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହି ସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥି ନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ‍ ମହତ‍ କର୍ମ ଦେଖାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾ ಲೆಕಾಚೊ ಪ್ರೆಮ್ ಕರ್‍ತಾ, ಅನಿ ತೊ ಅಪ್ನಿ ಕಾಯ್ ಕರ್‍ತಾ ತೆ ಸಗ್ಳೆ ಲೆಕಾಕ್ ದಾಕ್ವುತಾ. ಹೆಚ್ಯೆನ್ಬಿ ಮೊಟಿ ಕಾಮಾ ಕರುಕ್ ಬಾಬಾ ಲೆಕಾಕ್ ಶಿಕ್ವುನ್ ದಿತಾ. ಅಶೆ ತುಮಿ ಸಗ್ಳೆ ಅಜಾಪ್ ಹೊತ್ಯಾಶಿ.