John 5:21 — Compare Translations

7 translations compared side by side

Odia - 1840
"ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସମାନଙ୍କେୁ ଜୀବନଦାନ କରନ୍ତି। ଠାକ୍ ସହେିପରି ପୁତ୍ର ମଧ୍ଯ ନିଜ ଇଚ୍ଛାନୁସା ରେ ଲୋକଙ୍କୁ ଜୀବନଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ସଜୀବ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ସଜୀବ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଯେପରି ମୃତମାନଙ୍କୁ ସଞ୍ଜୀବିତ କରି ଉଠାନ୍ତି, ପୁତ୍ର ମଧ୍ୟ ସେହିପରି ଯାହାକୁ ଚାହିଁବେ, ତାକୁ ଜୀବନ ଦାନ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସେମାନଙ୍କୁ ଜୀବନ ଦାନ କରନ୍ତି। ଠିକ୍ ସେହିପରି ପୁତ୍ର ମଧ୍ୟ ନିଜ ଇଚ୍ଛାନୁସାରେ ଲୋକଙ୍କୁ ଜୀବନ ଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ಬಾಬಾ ಮರಲ್ಲ್ಯಾಕ್ನಿ ಝಿತ್ತೊ ಕರುನ್ ಉಟ್ವುತಾ, ತಸೆಚ್ ಅಪ್ನಾಕ್ ಪಾಜೆ ಹೊಲ್ಲ್ಯಾಕ್ನಿ ಲೆಕ್‍ಬಿ ಝಿತ್ತೆ ಕರುನ್ ಉಟ್ವುತಾ.