John 5:22 — Compare Translations
7 translations compared side by side
Odia - 1840
"ପିତା କାହାର ବିଚାର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଚାର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପିତା ମଧ୍ୟ କାହାରି ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା ନିଜେ ଆଉ କାହାର ବିଚାର କରିବେ ନାହିଁ। ବିଚାର କରିବାର ଭାର ସେ ସମ୍ପୂର୍ଣ୍ଣରୂପେ ତାଙ୍କ ପୁତ୍ର ଉପରେ ନ୍ୟସ୍ତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ପିତା କାହାର ବିଗ୍ଭର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଗ୍ଭର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿಬಿ ಬಾಬಾ ಅಪ್ನಿಚ್ ಕೊನಾಚಿ ಇಚಾರ್ನಿ ಕರಿನಾ, ತೆನಿ ಇಚಾರ್ನಿ ಕರ್ತಲೊ ಸಗ್ಳೊ ಅದಿಕಾರ್ ಲೆಕಾಕ್ ದಿಲ್ಯಾನಾಯ್.