John 5:23 — Compare Translations

7 translations compared side by side

Odia - 1840
"ଈଶ୍ବର ଏହା କଲେ କାରଣ ସମସ୍ତେ ପିତାଙ୍କୁ ଯେପରି ସମ୍ମାନ ଦେଉଛନ୍ତି, ସହେିପରି ପୁତ୍ରଙ୍କୁ ମଧ୍ଯ ସମ୍ମାନ ଦବେେ। ଯଦି କୌଣସି ଲୋକ ପୁତ୍ରକୁ ସମ୍ମାନ ଦିଏ ନାହିଁ, ତବେେ ସେ ପିତାଙ୍କୁ ମଧ୍ଯ ସମ୍ମାନ ଦିଏ ନାହିଁ। ପିତା ପୁତ୍ରକୁ ପଠାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ ପିତା ଯେପରି ସମ୍ମାନିତ ହେବେ- ଯେ ପୁତ୍ରଙ୍କୁ ସମ୍ମାନ ଦିଏ ନାହିଁ, ତାଙ୍କ ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସେ ସମ୍ମାନିତ କରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଈଶ୍ୱର ଏହା କଲେ କାରଣ ସମସ୍ତେ ପିତାଙ୍କୁ ଯେପରି ସମ୍ମାନ ଦେଉଛନ୍ତି, ସେହିପରି ପୁତ୍ରଙ୍କୁ ମଧ୍ୟ ସମ୍ମାନ ଦେବେ। ଯଦି କୌଣସି ଲୋକ ପୁତ୍ରକୁ ସମ୍ମାନ ଦିଏ ନାହିଁ, ତେବେ ସେ ପିତାଙ୍କୁ ମଧ୍ୟ ସମ୍ମାନ ଦିଏ ନାହିଁ। ପିତା ପୁତ୍ରକୁ ପଠାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಸಾಟ್ನಿ ಸಗ್ಳೆ ಲೊಕಾ ಕವ್ಡೊ ಬಾಬಾಕ್ ಮಾನ್ ದಿತ್ಯಾತ್, ತವ್ಡೆಚ್ ಲೆಕಾಕ್ ಬಿ ಮಾನ್ ದಿತ್ಯಾತ್. ಜೆ ಕೊನ್ ಲೆಕಾಕ್ ಮಾನ್ ದಿ ನಾತ್, ತೆನಿ ತೆಕಾ ಧಾಡುನ್ ದಿಲ್ಲ್ಯಾ ಬಾಬಾಕ್‍ಬಿ ಮಾನ್ ದಿ ನಾತ್.