John 5:24 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ, ଯଦି କୌଣସି ବ୍ଯକ୍ତି ମାରେ କହିବା କଥା ଶୁଣେ ଓ ମାେତେ ୟିଏ ପଠାଇଛନ୍ତି ତାହାଙ୍କଠା ରେ ବିଶ୍ବାସ କରେ, ତବେେ ସେ ବ୍ଯକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ଯକ୍ତି ଦୋଷୀ ବୋଲି ବିଚାରିତ ହବେ ନାହିଁ। ସେ ମୃତ୍ଯୁକୁ ପାର ହାଇେ ଜୀବନ ଭିତ ରେ ପ୍ରବେଶ କରି ମାରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ପୁଣି ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଯେ କେହି ମୋ’ କଥାରେ କର୍ଣ୍ଣପାତ କରି ମୋର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ଲାଭ କରିବ। ସେ ବିଚାରର ସମ୍ମୁଖୀନ ହେବ ନାହିଁ। କାରଣ ସେ ମୃତ୍ୟୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ଯଦି କୌଣସି ବ୍ୟକ୍ତି ମୋର କହିବା କଥା ଶୁଣେ ଓ ମୋତେ ଯିଏ ପଠାଇଛନ୍ତି ତାହାଙ୍କଠାରେ ବିଶ୍ୱାସ କରେ, ତେବେ ସେ ବ୍ୟକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ ନାହିଁ। ସେ ମୃତ୍ୟୁକୁ ପାର ହୋଇ ଜୀବନ ଭିତରେ ପ୍ରବେଶ କରି ସାରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆ ಅಸಲ್ಲೆ ಸಾಂಗುಕ್ ಲಾಗ್ಲಾ, ಜೆ ಕೊನ್ ಮಿಯಾ ಸಾಂಗಲ್ಲ್ಯಾ ಗೊಸ್ಟಿಯಾ ಆಯಿಕ್ತಾ, ಅನಿ ಮಾಕಾ ಧಾಡಲ್ಲ್ಯಾ ವರ್ತಿ ವಿಶ್ವಾಸ್ ಕರ್‍ತಾ, ತೆಕಾ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಗಾವ್ತಾ. ತೆಂಚಿ ಝಡ್ತಿ ಕರುನ್ ಹೊಯ್ನಾ ತೆನಿ ಮರ್‍ನಾತ್ನಾ ಜಿವನಾಕ್ ಪಾರ್ ಹೊವ್ನ್ ಗೆಲ್ಲೆ ಹಾತ್.