John 5:25 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି, ଗୋଟିଏ ଗୁରୁତ୍ବପୂର୍ଣ୍ଣ ସମୟ ଆସୁଛି। ସେ ସମୟ ଆସି ଗଲାଣି ା ପାପ ଦ୍ବାରା ମୃତ ଲୋକମାନେ ଈଶ୍ବରଙ୍କ ପୁତ୍ରଙ୍କର ସ୍ବର ଶୁଣିବେ। ପୁତ୍ରଙ୍କର ସ୍ବର ଶୁଣି ଗ୍ରହଣ କରିଥିବା ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ଵରଙ୍କର ପୁତ୍ରଙ୍କ ସ୍ଵର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ସଜୀବ ହେବେ ଏପରି ସମୟ ଆସୁଅଛି, ପୁଣି ବର୍ତ୍ତମାନ ସୁଦ୍ଧା ଉପସ୍ଥିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସତ୍ୟ କହୁଛି - ସମୟ ଆସୁଛି - ବାସ୍ତବିକ ସେହି ସମୟ ଆସିଗଲାଣି- ଯେତେବେଳେ ମୃତ ବ୍ୟକ୍ତିମାନେ ଈଶ୍ୱର-ପୁତ୍ରଙ୍କର ସ୍ୱର ଶୁଣି ସଞ୍ଜୀବିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ଗୋଟିଏ ଗୁରୁତ୍ୱପୂର୍ଣ୍ଣ ସମୟ ଆସୁଛି। ସେ ସମୟ ଆସି ଗଲାଣି । ପାପ ଦ୍ୱାରା ମୃତ ଲୋକମାନେ ଈଶ୍ୱରଙ୍କ ପୁତ୍ରଙ୍କର ସ୍ୱର ଶୁଣିବେ। ପୁତ୍ରଙ୍କର ସ୍ୱର ଶୁଣି ଗ୍ରହଣ କରିଥିବା ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।
Odia IRV 2017 (ଓଡିଆ ବାଇବେଲ)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆ ಅಸಲ್ಲೆ ಸಾಂಗುಕ್ ಲಾಗ್ಲಾ ಎಳ್ ಯೆವ್ಲಾ, ಎಳ್ ಯವ್ನುಚ್ ಪಾವ್ಲಾ. ಮರಲ್ಲಿ ಲೊಕಾ ದೆವಾಚ್ಯಾ ಲೆಕಾಚೊ ಧನ್ ಆಯಿಕ್ತ್ಯಾತ್ ಅನಿ ಜೆ ಕೊನ್ ಆಯಿಕ್ತ್ಯಾತ್ ತೆನಿ ಝಿತ್ತೆ ಹೊತಾತ್.

Recommended Reading