John 5:26 — Compare Translations
7 translations compared side by side
Odia - 1840
"ସ୍ବଯଂ ପରମପିତା ହେଉଛନ୍ତି ଜୀବନର ଉତ୍ସ। ଅତଏବ ସେ ପୁତ୍ରଙ୍କୁ ଜୀବନଦାନ କରିବା ପାଇଁ ଅନୁମତି ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପିତା ଯେପରି ସ୍ଵୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ଵୟଂଜୀବୀ ହେବାକୁ ଦେଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା ଯେପରି ଜୀବନର ଉତ୍ସ, ପୁତ୍ରଙ୍କୁ ମଧ୍ୟ ସେହିପରି ସେ ଜୀବନର ଉତ୍ସ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱୟଂ ପରମପିତା ହେଉଛନ୍ତି ଜୀବନର ଉତ୍ସ। ଅତଏବ ସେ ପୁତ୍ରଙ୍କୁ ଜୀବନ ଦାନ କରିବା ପାଇଁ ଅନୁମତି ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ಬಾಬಾ ಜಿವಾಚೊ ಮುಳ್ ತಸೆಚ್ ತೆನಿ ಅಪ್ನಾಚ್ಯಾ ಲೆಕಾಕ್ಬಿ ಜಿವಾಚೊ ಮುಳ್ ಕರುನ್ ಥವ್ಲ್ಯಾನಾಯ್.