John 5:28 — Compare Translations
7 translations compared side by side
Odia - 1840
"ତୁମ୍ଭେ ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ। ଏପରି ସମୟ ଆସୁଛି, ଯେତବେେଳେ ସମାଧିସ୍ଥ ସମସ୍ତ ମୃତ ଲୋକମାନେ ତାହାଙ୍କର ସ୍ବର ଶୁଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ଵର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ। ସମୟ ଆସୁଛି, ଯେତେବେଳେ ମୃତ ବ୍ୟକ୍ତିମାନେ ତାଙ୍କର ସ୍ୱର ଶୁଣି
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ। ଏପରି ସମୟ ଆସୁଛି, ଯେତେବେଳେ ସମାଧିସ୍ଥ ସମସ୍ତ ମୃତ ଲୋକମାନେ ତାହାଙ୍କର ସ୍ୱର ଶୁଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಅಜಾಪ್ ಹೊವ್ನಕಾಶಿ, ಎಕ್ ಎಳ್ ಯೆತಾ ತನ್ನಾ ಸಗ್ಳೆ ಮರಲ್ಲೆ ತೆಚೊ ಧನ್ ಆಯಿಕ್ತ್ಯಾತ್!.