John 5:3 — Compare Translations

7 translations compared side by side

Odia - 1840
"ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପଗୁଡିକରେ ପଡିରହୁଥିଲେ। ସମାନଙ୍କେ ମଧ୍ଯରୁ କେତକେ ଅନ୍ଧ, େଛାଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ । [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ଏହି ମଣ୍ଡପଗୁଡ଼ିକ ଉପରେ ଅନେକ ରୋଗୀ, ଅନ୍ଧ, ଛୋଟା ଓ ପକ୍ଷଘାତୀମାନେ ପଡ଼ି ରହିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପ ଗୁଡ଼ିକରେ ପଡ଼ି ରହୁଥିଲେ। ସେମାନଙ୍କ ମଧ୍ୟରୁ କେତେକ ଅନ୍ଧ, ଛୋଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ। [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;
Odia IRV 2017 (ଓଡିଆ ବାଇବେଲ)
ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ । [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ತಳ್ಯಾಚ್ಯಾ ಮಂಟಪಾ ವೈನಿ ಶಿಕ್ ಹೊತ್ತ್ಯಾ ಲೊಕಾಂಚೊ ತಾಂಡೊ ಪಡುನ್ ರ್‍ಹಾಯ್. ಕುಡ್ಡಿ, ಸೊಟ್ಟಿ, ವಾರ್‍ಯಾನ್‍ ಮಾರಲ್ಲಿ ಲೊಕಾ ಥೈ ಹೊತ್ತಿ. ಪಾನಿ ಹಾಲ್ತಲೆ ರಾಕಿತ್ ರ್‍ಹಾತ್ಯಾತ್,