John 5:31 — Compare Translations
7 translations compared side by side
Odia - 1840
"ମୁଁ ଯଦି ଲୋକମାନଙ୍କୁ ମାେ ନିଜ ବିଷୟ ରେ କୁ ହେ, ଓ ସମାନଙ୍କେୁ ମାରେ ସାକ୍ଷ୍ଯ ଦିଏ, ସମାନେେ ମାରେ ସାକ୍ଷ୍ଯ ଗ୍ରହଣ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୋ’ ନିଜ ପାଇଁ ଯଦି ମୁଁ ସାକ୍ଷ୍ୟ ଦିଏ, ତାହା ଯଥାର୍ଥ ପ୍ରମାଣ ବୋଲି ସ୍ୱୀକୃତ ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ଯିହୂଦୀ ନେତାମାନଙ୍କ ସହିତ କଥାବାର୍ତ୍ତା ପ୍ରବୃତ୍ତ “ମୁଁ ଯଦି ଲୋକମାନଙ୍କୁ ମୋ’ ନିଜ ବିଷୟରେ କୁହେ, ଓ ସେମାନଙ୍କୁ ମୋର ସାକ୍ଷ୍ୟ ଦିଏ, ସେମାନେ ମୋର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಜರ್ ತರ್ ಮಿಯಾಚ್ ಮಾಜ್ಯಾ ವಿಶಯಾತ್ ಸಾಕ್ಷಿ ದಿತಾ, ತರ್ ಮಿಯಾ ಸಾಂಗ್ತಲೆ ಖರೆ ಮನುನ್ ಮಾನುನ್ ಘೆವ್ಕ್ ಹೊಯ್ನಾ”.