John 5:32 — Compare Translations
7 translations compared side by side
Odia - 1840
"କିନ୍ତୁ ଅନ୍ୟ ଜଣେ ଅଛନ୍ତି, ୟିଏକି ଲୋକମାନଙ୍କୁ ମାରେ ବିଷୟ ରେ ସାକ୍ଷ୍ଯ ଦିଅନ୍ତି। ଏବଂ ମୁଁ ଜାଣେ, ମାେ ବିଷୟ ରେ ସେ ଯାହା କହନ୍ତି, ତାହା ସବୁ ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆଉ ଜଣେ ମୋ’ ପାଇଁ ସାକ୍ଷ୍ୟ ଦେଉଛନ୍ତି ଏବଂ ମୁଁ ଜାଣେ, ମୋ’ ସମ୍ପର୍କରେ ସେ ଯାହା କହୁଛନ୍ତି, ତାହା ସତ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅନ୍ୟ ଜଣେ ଅଛନ୍ତି, ଯିଏ କି ଲୋକମାନଙ୍କୁ ମୋର ବିଷୟରେ ସାକ୍ଷ୍ୟ ଦିଅନ୍ତି। ଏବଂ ମୁଁ ଜାଣେ, ମୋ’ ବିଷୟରେ ସେ ଯାହା କହନ୍ତି, ତାହା ସବୁ ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ମୋ' ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋ' ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಕೊನ್ ಕಿ ದುಸ್ರೊಚ್ ಮಾಜ್ಯಾ ವಿಶಯಾತ್ ಸಾಕ್ಷಿ ದಿತಾ, ಅನಿ ತೊ ಸಾಂಗ್ತಲಿ ಸಾಕ್ಷಿ ಖರಿ ಹಾಯ್.