John 5:34 — Compare Translations

7 translations compared side by side

Odia - 1840
"ମାେ ବିଷୟ ରେ ସାକ୍ଷୀ ଦବୋ ପାଇଁ କୌଣସି ବ୍ଯକ୍ତିର ପ୍ରୟୋଜନ ନାହିଁ କିନ୍ତୁ ମୁଁ ତୁମ୍ଭକୁ ଏହି ସବୁ କହୁଛି ଯେପରି ତୁମ୍ଭମାନେେ ତାହାଦ୍ବାରା ଉଦ୍ଧାର ପାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଞ୍ଚ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହିସବୁ କହୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ମୁଁ କୌଣସି ମନୁଷ୍ୟର ସାକ୍ଷ୍ୟ ଉପରେ ନିର୍ଭର କରେ ନାହିଁ। ତୁମ୍ଭେମାନେ ଯେପରି ପରିତ୍ରାଣ ପାଇବ, ସେଥିପାଇଁ ମୁଁ ଏସବୁ କହୁଛି।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ବିଷୟରେ ସାକ୍ଷୀ ଦେବା ପାଇଁ କୌଣସି ବ୍ୟକ୍ତିର ପ୍ରୟୋଜନ ନାହିଁ କିନ୍ତୁ ମୁଁ ତୁମ୍ଭକୁ ଏହିସବୁ କହୁଛି ଯେପରି ତୁମ୍ଭେମାନେ ତାହାଦ୍ୱାରା ଉଦ୍ଧାର ପାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଂ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହିସବୁ କହୁଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଂ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହି ସବୁ କହୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೆ ವಿಶಯಾತ್ ಎಕ್ ಮಾನ್ಸಾಚಿ ಸಾಕ್ಷಿ ಪಾಜೆಚ್ ಮನುನ್ ನಾ, ಖರೆ ತುಮಿ ನಾಸಾತ್ನಾ ಹುರುಕ್ ಪಾಜೆ ಮಟಲ್ಲ್ಯಾಸಾಟಿ ಮಿಯಾ ಹೆ ಸಾಂಗುಲಾಲಾ.