John 5:35 — Compare Translations
7 translations compared side by side
Odia - 1840
"ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦଇେଥିଲେ। ଏବଂ ତୁମ୍ଭମାନେେ ସହେି ଆଲୋକ କିଛି କ୍ଷଣ ପାଇଁ ଉପ ଭୋଗ କରି ଖୁସି ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଜ୍ଵଳ; ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ଥିଲେ ଜଣେ ଜ୍ୱଳନ୍ତ ଉଜ୍ଜ୍ୱଳ ପ୍ରଦୀପ। କିଛି ଦିନ ପାଇଁ ତାଙ୍କ ଆଲୋକରେ ଆଲୋକିତ ହେବା ପାଇଁ ତୁମ୍ଭେମାନେ ଇଚ୍ଛୁକ ଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦେଇଥିଲେ। ଏବଂ ତୁମ୍ଭେମାନେ ସେହି ଆଲୋକ କିଛି କ୍ଷଣ ପାଇଁ ଉପଭୋଗ କରି ଖୁସୀ ହେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।
Odia IRV 2017 (ଓଡିଆ ବାଇବେଲ)
ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವ್ ಎಕ್ ಪೆಟ್ತಾ ಅನಿ ಹೊಳ್ವಳ್ತಲ್ಯಾ ದಿವ್ಯಾ ಸಾರ್ಕೊ ಹೊತ್ತೊ, ಅನಿ ತುಮಿ ಎಕ್ ಉಲ್ಲೊಸೊ ಎಳ್ ತ್ಯಾ ಉಜ್ವೊಡಾತ್ ರ್ಹಾವ್ನ್ ಖುಶಿ ಹೊಲ್ಯಾಶಿ.