John 5:38 — Compare Translations

7 translations compared side by side

Odia - 1840
"ପରମପିତାଙ୍କର ଉପଦେଶ ତୁମ୍ଭଠା ରେ ବାସ କରିନାହିଁ। ଏହାର କାରଣ, ସେ ପଠାଇଥିବା ବ୍ଯକ୍ତିଠା ରେ ତୁମ୍ଭମାନେେ ବିଶ୍ବାସ ରଖିନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାଙ୍କ ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ପାଇ ନାହିଁ, କାରଣ ସେ ଯାହାଙ୍କୁ ପ୍ରେରଣ କଲେ, ତାହାଙ୍କୁ ତୁମ୍ଭେମାନେ ବିଶ୍ଵାସ କରୁ ନାହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ତାଙ୍କ ବାର୍ତ୍ତା ତୁମ ଅନ୍ତରରେ ସ୍ଥାନ ପାଇ ନାହିଁ, କାରଣ ସେ ଯାହାଙ୍କୁ ପ୍ରେରଣ କରିଛନ୍ତି, ତାଙ୍କୁ ତୁମେ ବିଶ୍ୱାସ କରୁ ନାହଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମପିତାଙ୍କର ଉପଦେଶ ତୁମ୍ଭଠାରେ ବାସ କରି ନାହିଁ। ଏହାର କାରଣ, ସେ ପଠାଇଥିବା ବ୍ୟକ୍ତିଠାରେ ତୁମ୍ଭେମାନେ ବିଶ୍ୱାସ ରଖି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ପାଇ ନାହିଁ, କାରଣ ସେ ଯାହାଙ୍କୁ ପ୍ରେରଣ କଲେ, ତାହାଙ୍କୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କ ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ପାଇ ନାହିଁ, କାରଣ ସେ ଯାହାଙ୍କୁ ପ୍ରେରଣ କଲେ, ତାହାଙ୍କୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಚಿ ಬರಿ ಖಬರ್ ತುಮಿ ತುಮ್ಚ್ಯಾ ಮನಾತ್ನಿ ಖಬರ್ ಥವ್ನ್ ಘೆವ್ಕನ್ಯಾಶಿ, ಅನಿ ತೆನಿ ಧಾಡಲ್ಲ್ಯಾಚ್ಯಾ ವರ್‍ತಿಬಿ ತುಮಿ ವಿಶ್ವಾಸ್, ಕರಿನ್ಯಾಶಿ.