John 5:39 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଯତ୍ନ ସହକା ରେ ଧର୍ମ ଶାସ୍ତ୍ରଗୁଡିକ ଅଧ୍ଯୟନ କରୁଛ। କାରଣ ତୁମ୍ଭମାନେେ ବିଶ୍ବାସ କର ଯେ, ସହେି ଧର୍ମଶାସ୍ତ୍ର ଦ୍ବାରା ହିଁ ତୁମ୍ଭମାନେେ ଅନନ୍ତ ଜୀବନ ପାଇବ। ସହେି ଧର୍ମଶାସ୍ତ୍ରଗୁଡିକ ମାେ ବିଷୟ ରେ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନ; ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରମାନଙ୍କରେ ଅନନ୍ତ ଜୀବନର ସନ୍ଧାନ ମିଳିବ ବୋଲି ମନେ କରି ସେ ସବୁ ତୁମେ ଅଧ୍ୟୟନ କରିଥାଅ। ସେହିସବୁ ଶାସ୍ତ୍ର ମୋ’ ସପକ୍ଷରେ ସାକ୍ଷ୍ୟ ଦିଅନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଯତ୍ନ ସହକାରେ ଧର୍ମ ଶାସ୍ତ୍ରଗୁଡ଼ିକ ଅଧ୍ୟୟନ କରୁଛ। କାରଣ ତୁମ୍ଭେମାନେ ବିଶ୍ୱାସ କର ଯେ, ସେହି ଧର୍ମଶାସ୍ତ୍ର ଦ୍ୱାରା ହିଁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବ। ସେହି ଧର୍ମଶାସ୍ତ୍ର ଗୁଡ଼ିକ ମୋ’ ବିଷୟରେ କହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಪವಿತ್ರ್ ಪುಸ್ತಕಾತ್ಲೆ ಬರೆ ಕರುನ್ ಶಿಕ್ಲ್ಯಾಶಿ, ಕಶ್ಯಾಕ್ ಮಟ್ಲ್ಯಾರ್ ತ್ಯಾತುರ್ನಿ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಹಾಯ್ ಮನುನ್ ತುಮಿ ಚಿಂತ್ಯಾಶಿ, ಖರೆ ತಿ ಸಗ್ಳಿ ನಿಯಮಾ ಪವಿತ್ರ್ ಪುಸ್ತಾಕಾ ಮಾಜ್ಯಾಚ್ ವಿಶಯಾತ್ ಬೊಲ್ತ್ಯಾತ್.