John 5:4 — Compare Translations

6 translations compared side by side

Odia - 1840
"ଏହାର କାରଣ, ଜଣେ ସ୍ବର୍ଗଦୂତ ବେଳବେଳେ ଆସି ପୋଖରୀର ପାଣିକୁ ହଲାଉଥିଲେ। ସେତବେେଳେ ଯେଉଁ ରୋଗୀ ପ୍ରଥମେ ପାଣି ଭିତରକୁ ଯାଉଥିଲା, ସେ ସୁସ୍ଥ ହାଇେ ଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେକେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରା; ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା ।]
Odia Bible ERV 2004 (ପବିତ୍ର ବାଇବଲ)
ଏହାର କାରଣ, ଜଣେ ସ୍ୱର୍ଗଦୂତ ବେଳେବେଳ ଆସି ପୋଖରୀର ପାଣିକୁ ହଲାଉଥିଲେ। ସେତେବେଳେ ଯେଉଁ ରୋଗୀ ପ୍ରଥମେ ପାଣି ଭିତରକୁ ଯାଉଥିଲା, ସେ ସୁସ୍ଥ ହୋଇ ଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।]
Odia IRV 2017 (ଓଡିଆ ବାଇବେଲ)
କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା ।]
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಹೊಲ್ಲ್ಯಾ ಉಲ್ಲ್ಯಾ ಎಳಾಚ್ಯಾ ಮಾಗಿರ್ ದೆವಾಚೊ ದುತ್ ಖಾಲ್ತಿ ಯೆವ್ನ್ ರೊಗ್ ಲಾಗಲ್ಲ್ಯಾ ಮಾನುಸ್ ಸಗ್ಳ್ಯಾನ್ಕಿ ಫಿಡೆ ಜಾತಾ ಅನಿ ಹಾಲ್ತಲ್ಯಾ ಪಾನಿಯಾಕ್ಡೆ ಜಾವ್ನ್ ಪಾವ್ತಾ ತೊ ತೆಕಾ ರೊಗಾತ್ನಾ ಗುನ್ ಹೊಯ್.