John 5:42 — Compare Translations
7 translations compared side by side
Odia - 1840
"କିନ୍ତୁ ମୁଁ ତୁମ୍ଭକୁ ଜାଣେ। ମୁଁ ଜାଣେ ଯେ ତୁମ୍ଭ ହୃଦୟ ରେ ପରମେଶ୍ବରଙ୍କ ପ୍ ରମେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ଵରଙ୍କ ପ୍ରେମ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଜାଣେ, ତୁମ୍ଭେମାନେ କି ପ୍ରକାର ଲୋକ- ତୁମ ଅନ୍ତରରେ ଈଶ୍ୱରଙ୍କ ପ୍ରତି ପ୍ରେମ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭକୁ ଜାଣେ। ମୁଁ ଜାଣେ ଯେ ତୁମ୍ଭ ହୃଦୟରେ ପରମେଶ୍ୱରଙ୍କ ପ୍ରେମ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ବରଙ୍କ ପ୍ରେମ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ୱରଙ୍କ ପ୍ରେମ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಕಸ್ಲಿ ಲೊಕಾ ಮನುನ್ ಮಾಕಾ ಗೊತ್ತ್ ಹಾಯ್, ಅನಿ ದೆವಾಸಾಟಿ ತುಮ್ಚ್ಯಾ ಮನಾತ್ನಿ ಪ್ರೆಮಾಚೊ ನಾ ಮನುನ್ಬಿ ಮಾಕಾ ಗೊತ್ತ್ ಹಾಯ್.