John 5:43 — Compare Translations
7 translations compared side by side
Odia - 1840
"ମୁଁ ମାରେପରମପିତାଙ୍କଠାରୁ ଆସିଛି। ମୁଁ ତାହାଙ୍କ ପାଇଁ କଥା କ ହେ। କିନ୍ତୁ ତୁମ୍ଭମାନେେ ମାେତେ ଗ୍ରହଣ କରୁ ନାହଁ। କିନ୍ତୁ ଯେତବେେଳେ ଅନ୍ୟ କିଏ ଆସି କବଳେ ତା ନିଜ ବିଷୟ ରେ କହିବ ସେତବେେଳେ ତୁମ୍ଭେ ତାକୁ ଗ୍ରହଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା ଈଶ୍ୱରଙ୍କଠାରୁ ଅଧିକାର ପ୍ରାପ୍ତ ହୋଇ ମୁଁ ଆସିଛି, କିନ୍ତୁ ତୁମ୍ଭେମାନେ ମୋତେ ଗ୍ରହଣ କରି ନାହଁ। ଅଥଚ ଜଣେ କେହି ତା’ ନିଜ ଇଚ୍ଛାରେ ଆସିଲେ, ତାକୁ ତୁମେ ସ୍ୱାଗତ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ପରମପିତାଙ୍କଠାରୁ ଆସିଛି। ମୁଁ ତାହାଙ୍କ ପାଇଁ କଥା କହେ। କିନ୍ତୁ ତୁମ୍ଭେମାନେ ମୋତେ ଗ୍ରହଣ କରୁ ନାହଁ। କିନ୍ତୁ ଯେତେବେଳେ ଅନ୍ୟ କିଏ ଆସି କେବଳ ତା’ ନିଜ ବିଷୟରେ କହିବ ସେତେବେଳେ ତୁମ୍ଭେ ତାକୁ ଗ୍ରହଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ।
Odia IRV 2017 (ଓଡିଆ ବାଇବେଲ)
ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಮಾಜ್ಯಾ ಬಾಬಾಚ್ಯಾ ಅದಿಕಾರಾಚ್ಯಾ ವೈನಾ ಯೆಲಾ, ಖರೆ ತುಮಿ ಮಾಕಾ ಸ್ವಿಕಾರ್ ಕರುಕ್ನ್ಯಾಶಿ; ಕೊನ್ ತರ್ ಅಪ್ನಾಚ್ಯಾ ಸ್ವತಾಚ್ಯಾ ಅದಿಕಾರ್ಯಾನ್ ಯೆಲೊ ತರ್ ತುಮಿ ತೆಕಾ ಸ್ವಿಕಾರ್ ಕರ್ತ್ಯಾಶಿ.