John 5:44 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ବରଙ୍କ ପାଖରୁ ଯେଉଁ ପ୍ରଶଂସା ଆ ସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁନାହଁ। ତାହାହେଲେ ତୁମ୍ଭେ ଏକଥା କିପରି ବିଶ୍ବାସ କରି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କିପରି ବିଶ୍ଵାସ କରି ପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି ଏକମାତ୍ର ଈଶ୍ଵରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ପରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଲାଳାୟିତ, କିନ୍ତୁ ସ୍ୱୟଂ ଈଶ୍ୱରଙ୍କ ଦ୍ୱାରା ଅନୁଗହୀତ ହେବ ପାଇଁ ଉଦ୍ୟମ କରୁ ନାହଁ। ତାହାହେଲେ ତୁମ୍ଭେମାନେ ମୋତେ କିପରି ବିଶ୍ୱାସ କରିପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ୱରଙ୍କ ପାଖରୁ ଯେଉଁ ପ୍ରଶଂସା ଆସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁ ନାହଁ। ତାହାହେଲେ ତୁମ୍ଭେ ଏ କଥା କିପରି ବିଶ୍ୱାସ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କିପରି ବିଶ୍ୱାସ କରି ପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾನಿಕ್ನಾ ಹೊಗ್ಳುನ್ ಘೆತಲೆ ತುಮ್ಕಾ ಬರೆ ದಿಸ್ತಾ. ಖರೆ ತುಮಿ ಎಕ್ಲ್ಯಾಚ್ ದೆವಾಕ್ನಾ ಹೊಗ್ಳುನ್ ಘೆವ್ಕ್ ಮನ್ ಕರಿನ್ಯಾಶಿ, ಅಶೆ ರ್ಹಾತಾನಾ ತುಮಿ ಮಾಜ್ಯಾ ಕಶೆ ವಿಶ್ವಾಸ್, ಕರುಕ್ ಹೊತಾ?