John 5:45 — Compare Translations
7 translations compared side by side
Odia - 1840
"ଭାବ ନାହିଁ ଯେ ମୁଁ ପରମପିତାଙ୍କ ଆଗ ରେ ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କରିବି। ମାଶାେ ହେଉଛନ୍ତି ଜଣେ, ୟିଏ ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କରନ୍ତି। ତୁମ୍ଭେ ମାଶାଙ୍କେଠା ରେ ଭରସା ରଖିଛ ଯେ ସେ ତୁମ୍ଭକୁ ଉଦ୍ଧାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କ-ଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯାହାହେଉ, ମନେକର ନାହିଁ ଯେ ତୁମ୍ଭମାନଙ୍କ ବିରୁଦ୍ଧରେ ମୁଁ ମୋ’ ପିତାଙ୍କ ନିକଟରେ ଅଭିଯୋଗ କରିବି। ବରଂ ଯେଉଁ ମୋଶାଙ୍କ ଉପରେ ତୁମ୍ଭେମାନେ ଭରସା ରଖିଛ, ସେହି କେବଳ ତୁମ ଉପରେ ଦୋଷାରୋପ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଭାବ ନାହିଁ ଯେ, ମୁଁ ପରମପିତାଙ୍କ ଆଗରେ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରିବି। ମୋଶା ହେଉଛନ୍ତି ଜଣେ, ଯିଏ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରନ୍ତି। ତୁମ୍ଭେ ମୋଶାଙ୍କଠାରେ ଭରସା ରଖିଛ ଯେ ସେ ତୁମ୍ଭକୁ ଉଦ୍ଧାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಬಾಬಾಚ್ಯಾ ದೆವಾಚ್ಯಾ ಇದ್ರಾಕ್ ತುಮಿ ಚುಕಿದಾರ್ ಮನುನ್ ಮನ್ತಾ ಮನುನ್ ಚಿಂತುನಕಾಶಿ, ತುಮಿ ಬರೊಸೊ ಥವ್ನ್ ಹೊತ್ತೊ ಮೊಯ್ಜೆಚ್ ತುಮಿ ಚುಕಿದಾರ್ ಮನುನ್ ದಾಕ್ವುನ್ ದಿತಾ.