John 5:46 — Compare Translations

7 translations compared side by side

Odia - 1840
"ଯଦି ପ୍ରକୃତ ରେ ତୁମ୍ଭମାନେେ ମାଶାଙ୍କେୁ ବିଶ୍ବାସ କରିଛ, ତବେେ ତୁମ୍ଭେ ମାେତେ ମଧ୍ଯ ବିଶ୍ବାସ କରିବ। କାରଣ ମାଶାେ ମାେ ବିଷୟ ରେ ଲେଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ଵାସ କରନ୍ତ, ତେବେ ମୋତେ ବିଶ୍ଵାସ କରନ୍ତ, ଯେଣୁ ସେ ମୋʼ ବିଷୟରେ ଲେଖିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଯଦି ପ୍ରକୃତରେ ମୋଶାଙ୍କୁ ବିଶ୍ୱାସ କରୁଥାଅ, ମୋତେ ମଧ୍ୟ ବିଶ୍ୱାସ କରିବ- କାରଣ ମୋଶା ମୋ’ ସମ୍ପର୍କରେ ଲେଖିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପ୍ରକୃତରେ ତୁମ୍ଭେମାନେ ମୋଶାଙ୍କୁ ବିଶ୍ୱାସ କରିଛ, ତେବେ ତୁମ୍ଭେ ମୋତେ ମଧ୍ୟ ବିଶ୍ୱାସ କରିବ। କାରଣ ମୋଶା ମୋ’ ବିଷୟରେ ଲେଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାଆନ୍ତ, ତେବେ ମୋତେ ବିଶ୍ୱାସ କରିଥାଆନ୍ତ, ଯେଣୁ ସେ ମୋʼ ବିଷୟରେ ଲେଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାନ୍ତ, ତେବେ ମୋତେ ବିଶ୍ୱାସ କରିଥାନ୍ତ, ଯେଣୁ ସେ ମୋ' ବିଷୟରେ ଲେଖିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ ತರ್ ತುಮಿ ಖರೆಚ್! ಮೊಯ್ಜೆಚ್ಯಾ ವರ್ತಿ ವಿಶ್ವಾಸ್ ಕರ್‍ತ್ಯಾಶಿ, ತರ್ ಮಾಜ್ಯಾ ವರ್‍ತಿಬಿ ತುಮಿ ವಿಶ್ವಾಸ್ ಕರಿ ಹೊತ್ತ್ಯಾಶಿ, ಕಶ್ಯಾಕ್ ಮಟ್ಲ್ಯಾರ್ ಮಾಜ್ಯಾ ವಿಶಯಾತ್ ಲಿವಲ್ಲೆ ಹಾಯ್.