John 5:7 — Compare Translations

7 translations compared side by side

Odia - 1840
"ସେ ରୋଗୀଟି ଉତ୍ତର ଦଲୋ, ମହାଶୟ, ପାଣି ହଲିବା ସମୟରେ ପାଣି ଭିତରକୁ ୟିବା ରେ ସାହାୟ୍ଯ କରିବା ପାଇଁ ମାରେ କହେି ଲୋକ ନାହାଁନ୍ତି। ମୁଁ ପ୍ରଥମେ ପାଣି ଭିତରକୁ ୟିବା ପାଇଁ ଚେଷ୍ଟା କଲା ବେଳେ ଅନ୍ୟ ଜଣେ ମାେ ପୂର୍ବରୁ ପାଣି ଭିତରକୁ ଚାଲିଯାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋʼ ଆଗରୁ ପଶିଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରୋଗୀଟି ଉତ୍ତର ଦେଲା, “ଆଜ୍ଞା, ପାଣି ଚହଲିଲା ବେଳେ ପୁଷ୍କରିଣୀ ପାଖକୁ ନେଇଯିବା ପାଇଁ ମୋର କେହି ନାହିଁ। ମୁଁ ଯିବାକୁ ଚେଷ୍ଟା କରିବାବେଳେ ଆଉ ଜଣେ ସେଠାରେ ଆଗେ ପହଞ୍ଚିଯାଏ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ରୋଗୀଟି ଉତ୍ତର ଦେଲା, “ମହାଶୟ, ପାଣି ହଲିବା ସମୟରେ ପାଣି ଭିତରକୁ ଯିବାରେ ସାହାଯ୍ୟ କରିବା ପାଇଁ ମୋର କେହି ଲୋକ ନାହାନ୍ତି। ମୁଁ ପ୍ରଥମେ ପାଣି ଭିତରକୁ ଯିବା ପାଇଁ ଚେଷ୍ଟା କଲାବେଳେ ଅନ୍ୟ ଜଣେ ମୋ’ ପୂର୍ବରୁ ପାଣି ଭିତରକୁ ଗ୍ଭଲିଯାଆନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋʼ ଆଗରୁ ପଶିଯାଏ।
Odia IRV 2017 (ଓଡିଆ ବାଇବେଲ)
ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋ' ଆଗରୁ ପଶିଯାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಶಿಕ್ ಮಾನ್ಸಾನ್ “ಸಾಯ್ಬಾ ಪಾನಿ ಹಲ್ವಲ್ಲ್ಯಾ ತನ್ನಾ ಮಾಕಾ ತಳ್ಯಾತ್ ಘೆವ್ನ್ ಜಾತಲೊ ಕೊನ್ಬಿ ನಾ, ಮಿಯಾ ಜಾವ್ಕ್ ಮನುನ್ ಬಗಲ್ಲ್ಯಾ ತನ್ನಾ ದುಸ್ರೆಚ್ ಕೊನ್ಬಿ ಮಾಜ್ಯಾನ್ ಅದ್ದಿ ಜಾವ್ನ್ ಸೊಡ್ತ್ಯಾತ್” ಮಟ್ಲ್ಯಾನ್.