John 5:8 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ କହିଲେ, ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଚାଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାକୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ କହିଲେ: “ଠିଆ ହୁଅ, ଆଉ ତୁମର ବିଛଣା ଉଠାଇ ଚାଲ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ କହିଲେ, “ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଗ୍ଭଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ କହିଲେ, “ଉଠ, ତୁମ୍ଭର ଖଟିଆ ଘେନି ଚାଲ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାକୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಕಾ, “ಉಟ್, ತುಜೆ ಹಾತ್ರಾನ್ ಘೆ ಅನಿ ಜಾ” ಮಟ್ಲ್ಯಾನ್.