John 6:1 — Compare Translations
7 translations compared side by side
Odia - 1840
"ଏହା ପରେ ଯୀଶୁ ଗାଲିଲୀ ହ୍ରଦ (ଅର୍ଥାତ୍ ତିବିରିଆ ହ୍ରଦ) ପାର ହାଇେ ଆରପାରିକି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ସମୁଦ୍ରର ଆରପାରିକି ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଯୀଶୁ ଗାଲିଲୀ ବା ତିବିରିଆର ହ୍ରଦର ଆରପାରିକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ 5000ରୁ ଅଧିକ ଲୋକଙ୍କୁ ଖୁଆଇଲେ ଏହା ପରେ ଯୀଶୁ ଗାଲିଲୀ ହ୍ରଦ (ଅର୍ଥାତ୍ ତିବିରିଆ ହ୍ରଦ) ପାର ହୋଇ ଆରପାରିକି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ହ୍ରଦର ଆରପାରିକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ସମୁଦ୍ରର ଆରପାରିକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಹೊಲ್ಲ್ಯಾ ಮಾನಾ ಜೆಜು ಗಾಲಿಲಿಯಾ ಸಮುಂದರಾಚ್ಯಾ ತಿಕುಲ್ಯಾ ಬಾಜುಕ್ ಪಾಯ್ ವಾಟೆನಿ ಗೆಲೊ ಹ್ಯಾ ಸಮುಂದರಾಕ್ ತಿಬೆರಿಯಸ್ ಮನುನ್ಬಿ ಬಲ್ವುತಾತ್.