John 6:11 — Compare Translations

7 translations compared side by side

Odia - 1840
"ଯୀଶୁ ରୋଟୀ ନଇେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ଓ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଲେ। ସେ ମାଛକୁ ମଧ୍ଯ ସହେିପରି ବାଣ୍ଟିଲେ। ସେ ଲୋକମାନଙ୍କୁ ମନଇଚ୍ଛା ଖାଇବାକୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେହି ରୋଟୀ ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ରୋଟୀ ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ସେଠାରେ ବସିଥିବା ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେଲେ। ଦୁଇଟି ମାଛ ମଧ୍ୟ ସେହିପରି ସେ ବାଣ୍ଟିଲେ। ସେମାନେ ଯଥେଷ୍ଟ ଖାଇବାକୁ ପାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ରୋଟୀ ନେଇ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଲେ। ସେ ମାଛକୁ ମଧ୍ୟ ସେହିପରି ବାଣ୍ଟିଲେ। ସେ ଲୋକମାନଙ୍କୁ ମନଇଚ୍ଛା ଖାଇବାକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಭಾಕ್ರಿ ಘೆಟ್ಲ್ಯಾನ್ ದೆವಾಕ್ ಧನ್ಯವಾದ್ ದಿಲ್ಯಾನ್, ಅನಿ ಥೈ ಬಸಲ್ಲ್ಯಾ ಲೊಕಾಕ್ನಿ ವಾಟುಕ್ ಲಾವ್ಲ್ಯಾನ್. ಮಾಸೊಳ್ಯಾಬಿ ತೆನಿ ತಸೆಚ್ ಕರುನ್ ವಾಟುಕ್ ಲಾವ್ಲ್ಯಾನ್, ಲೊಕಾನಿ ತೆಂಕಾ ಪಾಜೆ ತವ್ಡೆ ಜೆವ್ಲ್ಯಾನಿ.