John 6:12 — Compare Translations
7 translations compared side by side
Odia - 1840
"ସବୁ ଲୋକମାନେ ୟଥେଷ୍ଟ ପରିମାଣ ରେ ଖାଇଲେ। ସମାନେେ ଖାଇ ସାରିବା ପରେ ଯୀଶୁ ଶିଷ୍ଯମାନଙ୍କୁ କହିଲେ, ବଳକା ମାଛ ଓ ରୋଟୀ ଏକାଠି କର, କିଛି ନଷ୍ଟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ତଗୁଡ଼ିକ ଏକାଠି କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମସ୍ତେ ପରିତୃପ୍ତ ହେବା ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ: “ଯାହା ସବୁ ବଳି ପଡ଼ିଛି, ସେହିସବୁ ସଂଗ୍ରହ କରି ରଖ ଯେପରି କିଛି ନଷ୍ଟ ନ ହୁଏ।”
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଲୋକମାନେ ଯଥେଷ୍ଟ ପରିମାଣରେ ଖାଇଲେ। ସେମାନେ ଖାଇ ସାରିବା ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ବଳକା ମାଛ ଓ ରୋଟୀ ଏକାଠି କର, କିଛି ନଷ୍ଟ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥି ନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಗ್ಳ್ಯಾನಿ ಪೊಟ್ಬರ್ ಜೆವ್ನ್ ಹೊಲ್ಲ್ಯಾ ತನ್ನಾ ತೆನಿ ಅಪ್ನಾಚ್ಯಾ ಶಿಸಾಕ್ನಿ, “ಹುರಲ್ಲೆ ಸಗ್ಳೆ ತುಕ್ಡೆ ಗೊಳಾ ಕರಾ, ಉಲ್ಲೆಸೆಬಿ ಅಮಿ ಹಾಳ್ ಕರ್ತಲೆ ನಕ್ಕೊ” ಮಟ್ಲ್ಯಾನ್.