John 6:13 — Compare Translations
7 translations compared side by side
Odia - 1840
"ତେଣୁ ଶିଷ୍ଯମାନେ ବଳକା ଥିବା ଖାଦ୍ୟ ଏକାଠି କଲେ। ଲୋକମାନେ କବଳେ ମାତ୍ର ପାନ୍ଚୋଟି ରୋଟୀରୁ ଖାଇବା ଆରମ୍ଭ କରିଥିଲେ କିନ୍ତୁ ଏବେ ଶିଷ୍ଯମାନେ ବଳକା ଖାଦ୍ୟକୁ ବାରଟି ଟୋକାଇ ରେ ଭର୍ତ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି ଲୋକମାନଙ୍କର ଖାଇବା ପରେ ଯବର ସେହି ପାଞ୍ଚ ରୋଟୀରୁ ଯେଉଁ ଭଙ୍ଗା ଖଣ୍ତଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକାଇ ପୂର୍ଣ୍ଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକେ ପାଞ୍ଚ ଖଣ୍ଡ ରୋଟୀ ଖାଇ ଯାହା ବଳି ପଡ଼ିଥିଲା, ଶିଷ୍ୟମାନେ ତାହା ସବୁ ସଂଗ୍ରହ କରି ବାରଟି ଡାଲା ପୂର୍ଣ୍ଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶିଷ୍ୟମାନେ ବଳକା ଥିବା ଖାଦ୍ୟ ଏକାଠି କଲେ। ଲୋକମାନେ କେବଳ ମାତ୍ର ପାଞ୍ଚୋଟି ରୋଟୀରୁ ଖାଇବା ଆରମ୍ଭ କରିଥିଲେ କିନ୍ତୁ ଏବେ ଶିଷ୍ୟମାନେ ବଳକା ଖାଦ୍ୟକୁ ବାରଟି ଟୋକାଇରେ ଭର୍ତ୍ତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗାଯାଇଥିବା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ସେହି ସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಸಾಂಗಲ್ಲ್ಯಾ ಸರ್ಕೆ ಶಿಸಾನಿ ತುಕ್ಡೆ ಗೊಳಾ ಕರ್ಲ್ಯಾನಿ ಲೊಕಾನಿ ಖಾವ್ನ್ ಹುರಲ್ಲ್ಯಾ ಘಂವಾಚ್ಯಾ ಭಾಕ್ರಿಯಾಂಚ್ಯಾ ತುಕ್ಡ್ಯಾನಿ ಬಾರಾ ಭುಟಿಯಾ ಭರ್ಲ್ಯಾ.