John 6:14 — Compare Translations
7 translations compared side by side
Odia - 1840
"ଲୋକମାନେ ଯୀଶୁଙ୍କର ଏହି ଆଶ୍ଚର୍ୟ୍ଯକାର୍ୟ୍ଯ ଦେଖି କହିଲେ, ସେ ନିଶ୍ଚୟ ଜଣେ ଭବିଷ୍ଯଦ୍ବକ୍ତା, ୟିଏ କି ଏହି ଜଗତକୁ ଆସିଛନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ଏହି ଅଲୌକିକ କାର୍ଯ୍ୟ ଦେଖି ଲୋକେ କହିଲେ, “ଯେଉଁ ଭାବବାଦୀ ଜଗତକୁ ଆସବାର ଥିଲା, ଏ ନିଶ୍ଚୟ ସେହି।”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଯୀଶୁଙ୍କର ଏହି ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖି କହିଲେ, “ସେ ନିଶ୍ଚୟ ଜଣେ ଭବିଷ୍ୟଦ୍ବକ୍ତା, ଯିଏ କି ଏହି ଜଗତକୁ ଆସିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಕರಲ್ಲೆ ಹೆ ಅಜಾಪ್ ಬಗುನ್ ಥೈ ಹೊತ್ತ್ಯಾ ಲೊಕಾನಿ “ಹ್ಯೊ ಖರೆಚ್! ಹ್ಯಾ ಜಗಾತ್ ಯೆತಲೊ ಹೊತ್ತೊ ತೊ ಪ್ರವಾದಿ” ಮಟ್ಲ್ಯಾನಿ.