John 6:15 — Compare Translations

7 translations compared side by side

Odia - 1840
"ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଚାହୁଁଥିଲେ। ଯେତବେେଳେ ତାହାଙ୍କୁ ଧରି ନଇେ ରାଜା କରିବାର ଯୋଜନା ଲୋକେ କଲେ, ସେତବେେଳେ ସେ ସହେି ସ୍ଥାନ ଛାଡି ଏକୁଟିଆ ପାହାଡ ଉପରକୁ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ତାଙ୍କୁ ବଳପୂର୍ବକ ରାଜା କରିବା ପାଇଁ ଧରିବାକୁ ଯାଉଛନ୍ତି ବୋଲି ଜାଣିପାରି, ଯୀଶୁ ଏକାକୀ ନିକଟବର୍ତ୍ତୀ ପାର୍ବତ୍ୟ ଅଞ୍ଚଳକୁ ଚାଲିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଗ୍ଭହୁଁଥିଲେ। ଯେତେବେଳେ ତାହାଙ୍କୁ ଧରି ନେଇ ରାଜା କରିବାର ଯୋଜନା ଲୋକେ କଲେ, ସେତେବେଳେ ସେ ସେହି ସ୍ଥାନ ଛାଡ଼ି ଏକୁଟିଆ ପାହାଡ଼ ଉପରକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾ ಬಳ್‍ ಜಬ್ಬರಾನ್ ಮಾಕಾ ರಾಜಾ ಕರುಕ್ ಮನುನ್ ಯೆತಾತ್ ಮನುನ್ ಜೆಜುಕ್ ಗೊತ್ತ್ ಹೊತ್ತೆ, ತಸೆ ಮನುನ್ ಜೆಜು ಅನಿ ಪರ್ತುನ್ ಮಡ್ಡಿ ವರ್ತಿ ಗೆಲೊ.