John 6:17 — Compare Translations
7 translations compared side by side
Odia - 1840
"ଅନ୍ଧାର ହାଇଯୋଇଥିଲା, ତଥାପି ଯୀଶୁ ସମାନଙ୍କେ ପାଖକୁ ଫରେିଲେ ନାହିଁ। ତେଣୁ ସମାନେେ ଡଙ୍ଗା ରେ ବସି ହ୍ରଦର ଆରପାରି ରେ ଥିବା କଫର୍ନାହୂମ ଆଡେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ । ଅନ୍ଧକାର ହୋଇଗଲା, ପୁଣି ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ରାତ୍ରି ଘନେଇ ଆସିଲା। ସେ ପର୍ଯ୍ୟନ୍ତ ଯୀଶୁ ସେମାନଙ୍କ ନିକଟକୁ ଫେରି ଆସି ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ଧାର ହୋଇଯାଇଥିଲା, ତଥାପି ଯୀଶୁ ସେମାନଙ୍କ ପାଖକୁ ଫେରିଲେ ନାହିଁ। ତେଣୁ ସେମାନେ ଡଙ୍ଗାରେ ବସି ହ୍ରଦର ଆରପାରିରେ ଥିବା କଫର୍ନାହୂମ ଆଡ଼େ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ। ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
Odia IRV 2017 (ଓଡିଆ ବାଇବେଲ)
ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ । ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಢೊನಿತ್ ಚೆಡ್ಲ್ಯಾನಿ, ಅನಿ ಸಮುಂದರಾಚ್ಯಾ ತಿಕುಲ್ಯಾ ಬಾಜುಚ್ಯಾ ಕಫರ್ನವ್ ಮನ್ತಲ್ಯಾ ಗಾವಾಕ್ ಪರ್ತುನ್ ಜಾವ್ಲಾಗಲ್ಲ್ಯಾನಿ ತನ್ನಾ ರಾತ್ ಹೊಲ್ಲಿ. ಜೆಜು ಅಜುನ್ ತೆಂಚ್ಯಾ ಕಡೆ ಯೆವ್ಕ್ ನತ್ತೊ.