John 6:19 — Compare Translations
6 translations compared side by side
Odia - 1840
"ସମାନେେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କି ଲୋମିଟର ପର୍ୟ୍ଯନ୍ତ ଗଲେ। ତା'ପରେ ସମାନେେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଚାଲୁଥିଲେ। ସେ ଡଙ୍ଗା ଆଡକୁ ଆସୁଥିଲେ। ଶିଷ୍ଯମାନେ ଡରି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କିଲୋମିଟର ପର୍ଯ୍ୟନ୍ତ ଗଲେ। ତା’ପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଗ୍ଭଲୁଥିଲେ। ସେ ଡଙ୍ଗା ଆଡ଼କୁ ଆସୁଥିଲେ। ଶିଷ୍ୟମାନେ ଡରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಿಸಾ ಢೊನಾರ್ ತಿನ್-ಚಾರ್ ಮೈಲಾ ಭುತ್ತುರ್ ಜಾವ್ನ್ ಪಾವಲ್ಲಿ. ತನ್ನಾ ಜೆಜು ಪಾನಿಯಾಚ್ಯಾ ವರ್ತಿ ಚಲುನ್ ಯೆವ್ಲಾಗಲ್ಲೊ. ತೆನಿ ತೆಕಾ ಬಗಟ್ಲ್ಯಾನಿ ಅನಿ ತೆನಿ ಭಿಂಯಾಲೆ.