John 6:2 — Compare Translations

7 translations compared side by side

Odia - 1840
"ତାହାଙ୍କ ପେଛ ପେଛ ବହୁତ ଲୋକ ଗଲେ। ସମାନେେ ତାହାଙ୍କୁ ଅନୁସରଣ କଲେ, କାରଣ ଯୀଶୁ କି ପ୍ରକା ରେ ରୋଗୀମାନଙ୍କୁ ସୁସ୍ଥ କରି ଆପଣା ଶକ୍ତି ପ୍ରକାଶ କଲେ ତାହା ସମାନେେ ଦେଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ରୋଗୀମାନଙ୍କ ପ୍ରତି ଯେ ଯେ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍ଗମନ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ ଲୋକ ତାଙ୍କର ପଛେ ପଛେ ଯାଉଥିଲେ, କାରଣ ଯୀଶୁ ତାଙ୍କ ଅଲୌକିକ ଶକ୍ତି ବଳରେ ପୀଡ଼ିତ ଲୋକମାନଙ୍କୁ ସୁସ୍ଥ କରୁଥିବା ସେମାନେ ଦେଖିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ପଛେ ପଛେ ବହୁତ ଲୋକ ଗଲେ। ସେମାନେ ତାହାଙ୍କୁ ଅନୁସରଣ କଲେ, କାରଣ ଯୀଶୁ କି ପ୍ରକାରେ ରୋଗୀମାନଙ୍କୁ ସୁସ୍ଥ କରି ଆପଣା ଶକ୍ତି ପ୍ରକାଶ କଲେ ତାହା ସେମାନେ ଦେଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ରୋଗୀମାନଙ୍କ ପ୍ରତି ଯେଉଁ ଯେଉଁ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍‍ଗମନ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ରୋଗୀମାନଙ୍କ ପ୍ରତି ଯେ ଯେ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହି ସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍‍ଗମନ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯೆಚ್ಯಾ ಫಾಟ್ನಾ ಲೊಕಾಂಚೊ ಎಕ್ ಮೊಟೊ ತಾಂಡೊ ಹೊತ್ತೊ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಜೆಜುನ್ ಶಿಕ್ ಹೊತ್ತ್ಯಾಕ್ನಿ ಗುನ್ ಕರಲ್ಲಿ ಅಜಾಪಾ ಬಗಟಲ್ಲ್ಯಾನಿ.