John 6:20 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ଭୟ କର ନାହିଁ। ଏହିତ ମୁଁ ନିଜେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେମାନଙ୍କୁ କହିଲେ, ଏ ତ ମୁଁ, ଭୟ କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ: “ଭୟ କର ନାହିଁ। - ଏ ତ ମୁଁ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ। ଏହିତ ମୁଁ ନିଜେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କୁ କହିଲେ, “ଏ ତ ମୁଁ, ଭୟ କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କୁ କହିଲେ, ଏ ତ ମୁଁ, ଭୟ କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, “ಭಿಂವ್ನಕಾಶಿ, ಮಿಯಾ ತೊ” ಮಟ್ಲ್ಯಾನ್.