John 6:21 — Compare Translations
7 translations compared side by side
Odia - 1840
"ଯୀଶୁ ଏକଥା କହିବା ପରେ ଶିଷ୍ଯମାନେ ତାହାଙ୍କୁ ଡଙ୍ଗା ଭିତରକୁ ଆଣି ଖୁସି ହେଲେ। ତା'ପରେ ଡଙ୍ଗାଟି ଲକ୍ଷ୍ଯ ସ୍ଥଳ ରେ ଆସି ପହଞ୍ଚିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍କ୍ଷଣାତ୍ ସେହି ସ୍ଥାନରେ ପହଞ୍ଚିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଆଗ୍ରହରେ ତାଙ୍କୁ ଡଙ୍ଗା ଭିତରକୁ ନେଇଗଲେ ଏବଂ ସଙ୍ଗେ ସଙ୍ଗେ ସେମାନେ ହ୍ରଦ କୂଳରେ ନିଜର ଲକ୍ଷ୍ୟ ସ୍ଥଳରେ ଯାଇ ପହଞ୍ଚିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏ କଥା କହିବା ପରେ ଶିଷ୍ୟମାନେ ତାହାଙ୍କୁ ଡଙ୍ଗା ଭିତରକୁ ଆଣି ଖୁସୀ ହେଲେ। ତା’ପରେ ଡଙ୍ଗାଟି ଲକ୍ଷ୍ୟସ୍ଥଳରେ ଆସି ପହଞ୍ଚିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍କ୍ଷଣାତ୍ ସେହି ସ୍ଥାନରେ ପହଞ୍ଚିଲା।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍କ୍ଷଣାତ୍ ସେହି ସ୍ଥାନରେ ପହଞ୍ଚିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಾರೊ ಬಂದ್ ಹೊಲ್ಯಾ ತನ್ನಾ ಕುಶಿನ್ ತೆನಿ ಜೆಜುಕ್ ಢೊನಿತ್ ಘೆವ್ಚೆ ಮನುನ್ ತೆನಿ ಕರಲ್ಲ್ಯಾ ತನ್ನಾ ತಾಬೊಡ್ತೊಬ್ ಡೊನ್ ತೆನಿ ಜಾವ್ಲಾಗಲ್ಲ್ಯಾ ಜಾಗ್ಯಾಕ್ ಜಾವ್ನ್ ಪಾವ್ಲಿ.