John 6:24 — Compare Translations

7 translations compared side by side

Odia - 1840
"ଲୋକମାନେ ସଠାେରେ ଯୀଶୁ ଓ ତାହାଙ୍କର ଶିଷ୍ଯମାନେ ନଥିବା ଦେଖିଲେ। ତେଣୁ ଲୋକମାନେ ଡଙ୍ଗାଗୁଡିକରେ ଯାତ୍ରା କରି ଯୀଶୁଙ୍କୁ ଖାଜେିବା ପାଇଁ କଫର୍ନାହୂମକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯୀଶୁ କିମ୍ଵା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହିସବୁ ନୌକାରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କିମ୍ବା ତାଙ୍କ ଶିଷ୍ୟମାନଙ୍କୁ ସେଠାରେ ନ ପାଇ ଲୋକମାନେ ଯୀଶୁଙ୍କୁ ଖୋଜିବାକୁ ନୌକାରେ ଚଢ଼ି କପର୍ନାହୂମ ଅଭିମୁଖେ ବାହାରିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେଠାରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ନ ଥିବା ଦେଖିଲେ। ତେଣୁ ଲୋକମାନେ ଡଙ୍ଗା ଗୁଡ଼ିକରେ ଯାତ୍ରା କରି ଯୀଶୁଙ୍କୁ ଖୋଜିବା ପାଇଁ କଫର୍ନାହୂମକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସମସ୍ତ ସାନ ନୌକାଗୁଡ଼ିକରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାଁନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସବୁ ନୌକାରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅನಿ ತೆಚಿ ಶಿಸಾ ಥೈ ನಸಲ್ಲೆ ಬಗುನ್ ಲೊಕಾ ತ್ಯಾ ಢೊನಿಯಾತ್ನಿ ಚೆಡುನ್ ಅನಿ ಜೆಜುಕ್ ಬಗುಕ್ ಮನುನ್ ಕಫರ್‍ನವ್ ಮನ್ತಲ್ಯಾ ಗಾಂವಾಕ್ ಗೆಲಿ.