John 6:26 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ମାେତେ କାହଁକି ଖାଜେୁଛ? ମୁଁ କରିଥିବା ଆଶ୍ଚର୍ୟ୍ଯକାର୍ୟ୍ଯଗୁଡିକ ମାରେ ଶକ୍ତିକୁ ପ୍ରମାଣିତ କରୁଥିବାରୁ ତୁମ୍ଭେ ମାେତେ ଖାଜେୁଛ କି? ତା' ନୁହେଁ। ମୁଁ ତୁମ୍ଭକୁ ସତ୍ଯ କହୁଛି, ରୋଟୀ ଖାଇ ସନ୍ତୁଷ୍ଟ ହାଇେଥିବାରୁ ତୁମ୍ଭମାନେେ ମାେତେ ଖୋଜୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ଵେଷଣ କରୁଅଛ, ତାହା ନୁହେଁ, ମାତ୍ର ରୋଟୀ ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ଵେଷଣ କରୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ମୋର ଅଲୌକିକ କାର୍ଯ୍ୟର ତାତ୍ପର୍ଯ୍ୟ ବୁଝି ମୋତେ ଖୋଜିବାକୁ ଆସି ନାହଁ। କିନ୍ତୁ ରୋଟୀ ଖାଇ ପରିତୃପ୍ତ ହୋଇଥିଲ ବୋଲି ଆସିଛ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ କାହଁକି ଖୋଜୁଛ? ମୁଁ କରିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ଗୁଡ଼ିକ ମୋର ଶକ୍ତିକୁ ପ୍ରମାଣିତ କରୁଥିବାରୁ ତୁମ୍ଭେ ମୋତେ ଖୋଜୁଛ କି? ତା’ ନୁହେଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ରୋଟୀ ଖାଇ ସନ୍ତୁଷ୍ଟ ହୋଇଥିବାରୁ ତୁମ୍ଭେମାନେ ମୋତେ ଖୋଜୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಮಿಯಾ ತುಮ್ಕಾ ಖರೆಚ್! ಸಾಂಗ್ತಾ, ತುಮಿ ಮಿಯಾ ಕರಲ್ಲಿ ಅಜಾಪಾ ಬಗುನ್ ನ್ಹಯ್ ತುಮಿ ಪೊಟ್ಬರ್ ಭಾಕ್ರಿಯಾ ಖಾಲ್ಯಾಶಿ ಮನುನ್ ಮಾಕಾ ಹುಡ್ಕುಕ್ ಲಾಗ್ಲ್ಯಾಶಿ.